Online Bible

- Reklamy -




ଯିରିମୀୟ 31:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦ-ଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat

ଓଡିଆ ବାଇବେଲ

20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat

ପବିତ୍ର ବାଇବଲ

20 ପରମେଶ୍ୱର କହନ୍ତି, “ଇଫ୍ରୟିମ ଆମ୍ଭର ପ୍ରିୟ ପୁତ୍ର। ଆମ୍ଭେ ତାହାକୁ ପ୍ରେମ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା’ ବିରୁଦ୍ଧରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା’ ପାଇଁ ଆମ୍ଭର ପ୍ରାଣ ବ୍ୟାକୁଳ ହୁଏ। ଆମ୍ଭେ ପ୍ରକୃତରେ ତାକୁ ଦୟା କରିବା।” ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat




ଯିରିମୀୟ 31:20

Následuj nás:

Reklamy


Reklamy