ଯିରିମୀୟ 31:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’ Viz kapitolaପବିତ୍ର ବାଇବଲ (Re-edited) - (BSI)7 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ଵନି କରନ୍ତ ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର। Viz kapitolaଓଡିଆ ବାଇବେଲ7 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’ Viz kapitolaପବିତ୍ର ବାଇବଲ7 କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର। ଅଗ୍ରଗଣ୍ୟ ଦେଶ ନିମନ୍ତେ ଜୟଧ୍ୱନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।’ Viz kapitola |