ଯିରିମୀୟ 32:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜା ସିଦିକୀୟର ଅଧିକାରର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରର ଅଧିକାରର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Viz kapitolaଓଡିଆ ବାଇବେଲ1 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Viz kapitolaପବିତ୍ର ବାଇବଲ1 ଯିହୁଦାର ରାଜା ସିଦିକିୟର ଦଶମ ବର୍ଷରେ ଅର୍ଥାତ୍ ନବୂଖଦ୍ନିତ୍ସରର ଶାସନର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। Viz kapitola |