ଯିରିମୀୟ 32:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ; Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରା; ପରମେଶ୍ଵର, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ନାମ; Viz kapitolaଓଡିଆ ବାଇବେଲ18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ; Viz kapitolaପବିତ୍ର ବାଇବଲ18 ତୁମ୍ଭେ ସହସ୍ର ସହସ୍ର ଲୋକମାନଙ୍କ ପ୍ରତି ଦୟା ପ୍ରକାଶ କରୁଅଛ। ପୁଣି ପିତୃଗଣଙ୍କ ଅପରାଧର ପ୍ରତିଫଳ ସେମାନଙ୍କ ପିଲାମାନଙ୍କ ଉପରେ ଦେଉଅଛ। ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ। Viz kapitola |