Online Bible

- Reklamy -




ଯିରିମୀୟ 32:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆଉ, ଏହି ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପିତୃପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;

Viz kapitola kopírovat

ଓଡିଆ ବାଇବେଲ

22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;

Viz kapitola kopírovat

ପବିତ୍ର ବାଇବଲ

22 “ହେ ସଦାପ୍ରଭୁ, ତୁମ୍ଭେ ଯେଉଁ ଦୁ‌ଗ୍‌ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ।

Viz kapitola kopírovat




ଯିରିମୀୟ 32:22

Následuj nás:

Reklamy


Reklamy