ଯିରିମୀୟ 32:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ତ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା। Viz kapitolaଓଡିଆ ବାଇବେଲ37 “ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା। Viz kapitolaପବିତ୍ର ବାଇବଲ37 ‘ଆଉ ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପରେ ଯେଉଁସବୁ ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିଦେଇଥିଲୁ, ସେହି ସହସ୍ର ଦେଶରୁ ପୁନର୍ବାର ସେମାନଙ୍କୁ ସଂଗ୍ରହ କରିବା। ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସେମାନଙ୍କୁ ଶାନ୍ତି ଏବଂ ନିରାପଦରେ ଏହି ସ୍ଥାନରେ ବାସ କରାଇବା। Viz kapitola |