Online Bible

- Reklamy -




ଯିରିମୀୟ 33:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ଵାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।

Viz kapitola kopírovat

ଓଡିଆ ବାଇବେଲ

6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।

Viz kapitola kopírovat

ପବିତ୍ର ବାଇବଲ

6 “‘ମାତ୍ର ଆମ୍ଭେ ସେମାନଙ୍କୁ କ୍ଷମା କରି ଆରୋଗ୍ୟ କରିବା। ସେମାନେ ଚିରନ୍ତନ ଐଶ୍ୱର୍ଯ୍ୟ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ।

Viz kapitola kopírovat




ଯିରିମୀୟ 33:6

Následuj nás:

Reklamy


Reklamy