ଯିରିମୀୟ 34:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ଵାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା। Viz kapitolaଓଡିଆ ବାଇବେଲ22 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।” Viz kapitolaପବିତ୍ର ବାଇବଲ22 ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ପୁଣି ସେମାନଙ୍କୁ ଆମ୍ଭର ଆଜ୍ଞାରେ ଏହି ନଗରକୁ ଅଣାଇବା। ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହାକୁ ଅଧିକାର କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ। ପୁଣି ଆମ୍ଭେ ଯିହୁଦାର ସମସ୍ତ ନଗରକୁ ଜନଶୂନ୍ୟ କରି ଧ୍ୱଂସ ସ୍ତୁପରେ ପରିଣତ କରିବା।” Viz kapitola |