Online Bible

- Reklamy -




ଯିରିମୀୟ 35:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?

Viz kapitola kopírovat

ଓଡିଆ ବାଇବେଲ

13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ ?’

Viz kapitola kopírovat

ପବିତ୍ର ବାଇବଲ

13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହିଲେ, “ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କରି ଆମ୍ଭର ଶିକ୍ଷା ଗ୍ରହଣ କର।”

Viz kapitola kopírovat




ଯିରିମୀୟ 35:13

Následuj nás:

Reklamy


Reklamy