ଯିରିମୀୟ 35:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। Viz kapitolaଓଡିଆ ବାଇବେଲ14 ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। Viz kapitolaପବିତ୍ର ବାଇବଲ14 “ରେଖବର ପୁତ୍ର ଯିହୋନାଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହୋଇ ଆସୁଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରୁ ନାହାନ୍ତି। କାରଣ ସେମାନେ ଆପଣା ପିତୃପୁରୁଷଙ୍କ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଅବଧାନ କରୁ ନାହଁ। Viz kapitola |