ଯିରିମୀୟ 35:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି। Viz kapitolaଓଡିଆ ବାଇବେଲ17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।” Viz kapitolaପବିତ୍ର ବାଇବଲ17 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସେମାନଙ୍କ ପ୍ରତି ଘଟାଇବା। କାରଣ ଆମ୍ଭେ ସେମାନଙ୍କୁ ଯେଉଁ କଥା କହିଅଛୁ, ସେମାନେ ଶୁଣୁ ନାହାନ୍ତି। ଆଉ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।” Viz kapitola |