ଯିରିମୀୟ 35:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କେତେବେଳେ ନୋହିବ। Viz kapitolaଓଡିଆ ବାଇବେଲ19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।’” Viz kapitolaପବିତ୍ର ବାଇବଲ19 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ହକନ୍ତି, ‘ଆମ୍ଭର ସେବା ନିମନ୍ତେ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକ ଆମ୍ଭ ସମ୍ମୁଖରେ ସର୍ବଦା ଠିଆ ହେବ।’” Viz kapitola |