ଯିରିମୀୟ 35:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)6 ମାତ୍ର ସେମାନେ କହିଲେ, ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ; Viz kapitolaଓଡିଆ ବାଇବେଲ6 ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, “ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ; Viz kapitolaପବିତ୍ର ବାଇବଲ6 ମାତ୍ର ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ। କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ। Viz kapitola |