ଯିରିମୀୟ 36:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ହୋଇପାରେ, ଆମ୍ଭେ ଯିହୁଦା-ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଙ୍କଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା। Viz kapitolaଓଡିଆ ବାଇବେଲ3 ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।” Viz kapitolaପବିତ୍ର ବାଇବଲ3 ମୁଁ ତାଙ୍କ ଉପରକୁ ବିପର୍ଯ୍ୟୟ ଆଣିବାର ଯୋଜନା ଶୁଣିଲା ପରେ ଏହା ଏପରି ହୋଇପାରେ, ସେମାନେ ଭୁଲ ରାସ୍ତାରୁ ଫେରି ପାରନ୍ତି ଏବଂ ତା'ପରେ ମୁଁ ସେମାନଙ୍କୁ କ୍ଷମା କରି ଦେବି।” Viz kapitola |