ଯିରିମୀୟ 37:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ସେ ବିନ୍ୟାମୀନ ନାମକ ନଗର-ଦ୍ଵାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ। Viz kapitolaଓଡିଆ ବାଇବେଲ13 ପୁଣି, ସେ ବିନ୍ୟାମୀନ୍ ନାମକ ନଗର ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।” Viz kapitolaପବିତ୍ର ବାଇବଲ13 କିନ୍ତୁ ଯେତେବେଳେ ଯିରିମିୟ ବିନ୍ୟାମୀନ ପ୍ରଦେଶର ନଗର ଦ୍ୱାରରେ ପହଞ୍ଚିଲେ, ସେତେବେଳେ ପ୍ରହରୀଗଣଙ୍କ ଅଧ୍ୟକ୍ଷ, ହନାନିୟର ପୌତ୍ର, ଶେଲିମିୟର ପୁତ୍ର, ଯିରିୟ ତାଙ୍କୁ ବନ୍ଦୀ କରି କହିଲା, “ତୁମ୍ଭେ ଆମ୍ଭମାନଙ୍କୁ ପରିତ୍ୟାଗ କରି କଲ୍ଦୀୟମାନଙ୍କ ପକ୍ଷ ନେଇଅଛ।” Viz kapitola |