ଯିରିମୀୟ 37:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? Viz kapitolaଓଡିଆ ବାଇବେଲ18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି ? Viz kapitolaପବିତ୍ର ବାଇବଲ18 ଆଉ ଯିରିମିୟ ସିଦିକିୟ ରାଜାଙ୍କୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? Viz kapitola |