ଯିରିମୀୟ 38:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଏହି କଥା କହନ୍ତି,ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ। Viz kapitolaଓଡିଆ ବାଇବେଲ3 ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।” Viz kapitolaପବିତ୍ର ବାଇବଲ3 ଆଉ ମଧ୍ୟ ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ନଗର ନିଶ୍ଚୟ ବାବିଲ ରାଜାଙ୍କ ସୈନ୍ୟ ହସ୍ତରେ ସମର୍ପିତ ହେବ ଓ ସେମାନେ ତାହାକୁ ଅଧିକାର କରିବେ।” Viz kapitola |