ଯିରିମୀୟ 38:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତା; ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ। Viz kapitolaଓଡିଆ ବାଇବେଲ9 “ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।” Viz kapitola |