ଯିରିମୀୟ 39:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ, Viz kapitolaପବିତ୍ର ବାଇବଲ (Re-edited) - (BSI)2 ସିଦିକୀୟର ଅଧିକାରର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ, Viz kapitolaଓଡିଆ ବାଇବେଲ2 ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ, Viz kapitolaପବିତ୍ର ବାଇବଲ2 ସିଦିକିୟର ରାଜତ୍ୱର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ଏହି ନଗରର ପ୍ରାଚୀର ଭଙ୍ଗାଗଲା ଓ ଯିରୁଶାଲମକୁ କରଗତ କରାଗଲା। Viz kapitola |