ଯିରିମୀୟ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ। Viz kapitolaଓଡିଆ ବାଇବେଲ18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।” Viz kapitolaପବିତ୍ର ବାଇବଲ18 “ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟାସବୁ ତୁମ୍ଭ ପ୍ରତି ଦୁଃଖ ଘଟାଇଅଛି। ସେହି ମନ୍ଦ କ୍ରିୟା ତୁମ୍ଭର ଜୀବନକୁ ଦୁଃସହ କରିଛି। ଏହା ଅତ୍ୟନ୍ତ ତିକ୍ତ ଓ ମର୍ମଭେଦକ।” Viz kapitola |