ଯିରିମୀୟ 40:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟକୁ ଗୋପନରେ କହିଲା, ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ଵାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ? Viz kapitolaଓଡିଆ ବାଇବେଲ15 ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ ?” Viz kapitolaପବିତ୍ର ବାଇବଲ15 ତାହାପରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲିୟକୁ ଗୋପନରେ କହିଲେ, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନିୟର ପୁତ୍ର ଇଶ୍ମାୟେଲକୁ ବଧ କରିବି। ଆଉ କେହି ତାହା ଜାଣିବେ ନାହିଁ। ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?” Viz kapitola |