ଯିରିମୀୟ 40:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ଅହୀକାମର ପୁତ୍ର ଗଦଲୀୟକୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ। Viz kapitolaଓଡିଆ ବାଇବେଲ7 ଏଥିଉତ୍ତାରେ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ। Viz kapitolaପବିତ୍ର ବାଇବଲ7 ଯେତେବେଳେ ଯିରୁଶାଲମ ଧ୍ୱଂସ ହେଲା, ସେତେବେଳେ ଯିହୁଦାର କେତେକ ସେନାପତି, ଅଧିପତି ଓ ଲୋକ ବାହାରେ ଥିଲେ। ସେମାନେ ଶୁଣିଲେ ଯେ ବାବିଲର ରାଜା ଅହୀକାମର ପୁତ୍ର ଗଦଲିୟକୁ ଦେଶର ଶାସନକର୍ତ୍ତା ରୂପେ ନିଯୁକ୍ତ କରିଅଛନ୍ତି। ସେ ତାଙ୍କ ଉପରେ ବାବିଲକୁ ନିଆଯାଇ ନ ଥିବା ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଏବଂ ଦେଶସ୍ଥ ଦରିଦ୍ରମାନଙ୍କର ଭାର ନ୍ୟସ୍ତ କରିଅଛନ୍ତି। Viz kapitola |