ଯିରିମୀୟ 44:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ। Viz kapitolaଓଡିଆ ବାଇବେଲ17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ। Viz kapitolaପବିତ୍ର ବାଇବଲ17 ଆମ୍ଭେ ନିଶ୍ଚିତ କରିବୁ ଯେହେତୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭେମାନେ ପେୟନୈବେଦ୍ୟ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇଲୁ ଏବଂ ସୁଖରେ ଥିଲୁ। କୌଣସି ଅମଙ୍ଗଳ ଆମ୍ଭ ପ୍ରତି ଘଟି ନ ଥିଲା। Viz kapitola |