Online Bible

- Reklamy -




ଯିରିମୀୟ 44:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।

Viz kapitola kopírovat

ଓଡିଆ ବାଇବେଲ

3 କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।’

Viz kapitola kopírovat

ପବିତ୍ର ବାଇବଲ

3 କାରଣ ସେମାନେ ଆମ୍ଭକୁ ବିଭକ୍ତ କରିବା ପାଇଁ ଦୁଷ୍କର୍ମ କଲେ। ସେମାନେ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଇଲେ ଓ ପୂଜା କରିବାକୁ ଗଲେ। ଯେଉଁ କାର୍ଯ୍ୟ ତୁମ୍ଭର ଲୋକମାନେ ଓ ତୁମ୍ଭ ପୂର୍ବପୁରୁଷମାନେ ଅତୀତରେ କରୁ ନ ଥିଲେ।

Viz kapitola kopírovat




ଯିରିମୀୟ 44:3

Následuj nás:

Reklamy


Reklamy