ଯିରିମୀୟ 46:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’ Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ଏକ ଆରେକର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ। Viz kapitolaଓଡିଆ ବାଇବେଲ16 ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, “ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।” Viz kapitolaପବିତ୍ର ବାଇବଲ16 ସେହି ସୈନ୍ୟଗଣ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ। ସେମାନେ ପୁଣି କହିବେ, ‘ଉଠ, ଆମ୍ଭେମାନେ ଖଡ଼୍ଗରୁ ରକ୍ଷା ପାଇବା ପାଇଁ ଆପଣା ଲୋକମାନଙ୍କ ନିକଟକୁ ପଳାଇଯିବା ଓ ଆପଣା ଜନ୍ମଭୂମିକୁ ପୁନର୍ବାର ଫେରିଯିବା।’ Viz kapitola |