ଯିରିମୀୟ 46:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମ; ବିଷୟକ କଥା। Viz kapitolaଓଡିଆ ବାଇବେଲ2 ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା। Viz kapitolaପବିତ୍ର ବାଇବଲ2 ମିଶର ଦେଶ ସମ୍ବନ୍ଧରେ ଏହି ବାର୍ତ୍ତା। ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିଶରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟ ସାମନ୍ତ ବିଷୟକ କଥା। Viz kapitola |