ଯିରିମୀୟ 46:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ5 ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି,” ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ5 ଆମ୍ଭେ କ’ଣ ଦେଖୁଅଛୁ? ସେମାନେ ଉଦ୍ବିଗ୍ନ ହୋଇ ପଛକୁ ଫେରୁଛନ୍ତି। ସେମାନଙ୍କର ବୀରଗଣ ପରାସ୍ତ ହୋଇଛନ୍ତି ଓ ପଛକୁ ନ ଗ୍ଭହିଁ ଶୀଘ୍ର ଶୀଘ୍ର ପଳାୟନ କରୁଛନ୍ତି। ସେମାନଙ୍କ ଚତୁର୍ଦ୍ଦିଗରେ ଆଶଙ୍କା ଭରି ଯାଇଛି।” ସଦାପ୍ରଭୁ ଏହିସବୁ କହନ୍ତି। Viz kapitola |