ଯିରିମୀୟ 48:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା। Viz kapitolaପବିତ୍ର ବାଇବଲ (Re-edited) - (BSI)44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା। Viz kapitolaଓଡିଆ ବାଇବେଲ44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।” Viz kapitolaପବିତ୍ର ବାଇବଲ44 ଯେତେବେଳେ ଲୋକମାନେ ଭୟରେ ଦୌଡ଼ିବେ, ସେମାନେ ଖାତ ଭିତରେ ପଡ଼ିବେ ଏବଂ ଯେତେବେଳେ ସେମାନେ ଖାତରୁ ବାହାରକୁ ପଡ଼ିବେ, ସେମାନେ ଧରାଯିବେ। ସଦାପ୍ରଭୁ କହନ୍ତି, ଏହା ଘଟିବ କାରଣ ମୁଁ ମୋୟାବ ଉପରେ ଶାସ୍ତିର ବର୍ଷ ଆଣିବି।” Viz kapitola |