ଯିରିମୀୟ 49:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ଵାସ କରନ୍ତୁ। Viz kapitolaଓଡିଆ ବାଇବେଲ11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।” Viz kapitolaପବିତ୍ର ବାଇବଲ11 ତୁମ୍ଭେ ଅନାଥମାନଙ୍କ ବିଷୟରେ ବ୍ୟସ୍ତ ହୁଅ ନାହିଁ। ଆମ୍ଭେ ସେମାନଙ୍କୁ ଜୀବିତ ରଖିବା। ତୁମ୍ଭମାନଙ୍କର ବିଧବାମାନେ ଆମ୍ଭ ଉପରେ ନିର୍ଭର କରିବେ।” Viz kapitola |