ଯିରିମୀୟ 49:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)9 ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯେବେ ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ? Viz kapitolaଓଡିଆ ବାଇବେଲ9 ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ ? Viz kapitolaପବିତ୍ର ବାଇବଲ9 “ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ଦ୍ରାକ୍ଷାଫଳ ସଂଗ୍ରହ କଲାବେଳେ କିଛି ଫଳ ଗଛରେ ଛାଡ଼ିଥା’ନ୍ତି। ଯଦି ଗ୍ଭେରମାନେ ରାତ୍ରିରେ ଆସନ୍ତି, ତେବେ ସେମାନେ ସମସ୍ତ ନେଇପାରନ୍ତି ନାହିଁ। Viz kapitola |