ଯିରିମୀୟ 5:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେମାନେ ଆହୁରି ଆହୁରି ମୋଟ ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନ-ମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ। Viz kapitolaଓଡିଆ ବାଇବେଲ28 ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।” Viz kapitolaପବିତ୍ର ବାଇବଲ28 ସେମାନେ ଅଧିକରୁ ଅଧିକ ମୋଟା ହୁଅନ୍ତି ଏବଂ ଦୁଷ୍କର୍ମ କରିବାର ସୀମା ପାର କରି ଯାଆନ୍ତି। ସେମାନେ ଅନାଥମାନଙ୍କର ମକଦ୍ଦମାରେ ନ୍ୟାୟୋଚିତ ବିଗ୍ଭର କରନ୍ତି ନାହିଁ, କାଳେ ଅନାଥମାନେ ଉନ୍ନତି କରି ପାରନ୍ତି। ସେମାନେ ଗରିବମାନଙ୍କର ଅଧିକାର ପାଇଁ ପ୍ରତିପକ୍ଷ କରନ୍ତି ନାହିଁ।” Viz kapitola |