ଯିରିମୀୟ 50:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ। Viz kapitolaଓଡିଆ ବାଇବେଲ19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।” Viz kapitolaପବିତ୍ର ବାଇବଲ19 “‘ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତା'ର ଚରାସ୍ଥାନକୁ ଆଣିବା, ସେ କର୍ମିଲ ଓ ବାଶନ ଉପରେ ଚରିବ। ଆଉ ସେ ଇଫ୍ରୟିମର ଓ ଗିଲିୟଦର ପର୍ବତମାନଙ୍କ ଉପରେ ଭୋଜନ କରି ପରିତୃପ୍ତ ହେବ।’” Viz kapitola |