ଯିରିମୀୟ 50:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ଵିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର। Viz kapitolaଓଡିଆ ବାଇବେଲ21 ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।” Viz kapitolaପବିତ୍ର ବାଇବଲ21 ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ ଓ ପକୋଦ ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କର। ସେମାନଙ୍କ ପଛେ ପଛେ ଯାଇ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ନିଃଶେଷ କର। ଆମ୍ଭର ଆଜ୍ଞାକୁ କହିବାନୁସାରେ ପାଳନ କର। Viz kapitola |