ଯିରିମୀୟ 50:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’ Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ତୁମ୍ଭେମାନେ ଆସ, ଅନ; କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ଵାରା ସଦାପ୍ରଭୁଙ୍କ- ଠାରେ ଆସକ୍ତ ହୁଅ। Viz kapitolaଓଡିଆ ବାଇବେଲ5 ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’ Viz kapitolaପବିତ୍ର ବାଇବଲ5 ସେମାନେ ସିୟୋନକୁ ଯିବାକୁ ପଥ ପଗ୍ଭରିବେ। ସେହିଆଡ଼େ ମୁଖକରି ସେମାନେ କହିବେ, ‘ତୁମ୍ଭେମାନେ ଆସ, ଆମ୍ଭମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’ Viz kapitola |