ଯିରିମୀୟ 51:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜଗଣକୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ଵାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର। Viz kapitolaଓଡିଆ ବାଇବେଲ28 ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର। Viz kapitolaପବିତ୍ର ବାଇବଲ28 ତାହାର ବିରୁଦ୍ଧରେ ସମସ୍ତ ଗୋଷ୍ଠୀକୁ, ମାଦୀୟ ରାଜଗଣକୁ ସେମାନଙ୍କର ଦେଶାଧ୍ୟକ୍ଷ, ଅଧିପତି ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର। Viz kapitola |