ଯିରିମୀୟ 52:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଲରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା। Viz kapitolaଓଡିଆ ବାଇବେଲ11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା। Viz kapitolaପବିତ୍ର ବାଇବଲ11 ତା'ପରେ ବାବିଲର ରାଜା ସିଦିକିୟର ଚକ୍ଷୁ ଉତ୍ପାଟନ କରି, ତାକୁ ଶୃଙ୍ଖଳବଦ୍ଧ କରି ବାବିଲକୁ ନେଇଗଲା ଓ କାରାଗାରରେ ନିକ୍ଷେପ କଲା। ସେ ମୃତ୍ୟୁ ପର୍ଯ୍ୟନ୍ତ କାରାଗାରରେ ରହିଲା। Viz kapitola |