ଯିରିମୀୟ 52:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାର ଅଧିକାରର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ତାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲାି। Viz kapitolaଓଡିଆ ବାଇବେଲ12 ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା। Viz kapitolaପବିତ୍ର ବାଇବଲ12 ପଞ୍ଚମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାର ରାଜତ୍ୱର ଉନବିଂଶ ବର୍ଷରେ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୁଶାଲମକୁ ଆସିଲା। Viz kapitola |