ଯିରିମୀୟ 52:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଳାକୁ ବାବିଲ ରାଜା କତିକି ନେଇଗଲା। Viz kapitolaଓଡିଆ ବାଇବେଲ26 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା। Viz kapitolaପବିତ୍ର ବାଇବଲ26-27 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ବନ୍ଦୀକରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା। ତହୁଁ ବାବିଲ ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ଆନୀତ ହେଲା। Viz kapitola |