Online Bible

- Reklamy -




ଯିରିମୀୟ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।

Viz kapitola kopírovat

ଓଡିଆ ବାଇବେଲ

15 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”

Viz kapitola kopírovat

ପବିତ୍ର ବାଇବଲ

15 ଯାଜକ ଓ ଭବିଷ୍ୟ‌ଦ୍‌ବକ୍ତାମାନେ ଘୃଣ୍ୟକର୍ମ କଲେ ମଧ୍ୟ ଲଜ୍ଜିତ ନୁହନ୍ତି। ସେମାନେ ସେମାନଙ୍କର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ।” ତେଣୁ ସଦାପ୍ରଭୁ କହନ୍ତି, “ସେମାନେ ପତିତମାନଙ୍କ ମଧ୍ୟରେ ପତିତ ହେବେ ଓ ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”

Viz kapitola kopírovat




ଯିରିମୀୟ 6:15

Následuj nás:

Reklamy


Reklamy