ଯୋୟେଲ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି। Viz kapitolaଓଡିଆ ବାଇବେଲ19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି। Viz kapitolaପବିତ୍ର ବାଇବଲ19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି। ଅଗ୍ନି ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଣତ କରି ଦେଇଛି। ସେହି ଅଗ୍ନିଶିଖା ପ୍ରାନ୍ତରର ସମସ୍ତ ବୃକ୍ଷକୁ ପୋଡ଼ି ଜାଳି ଦେଇଛି। Viz kapitola |