ଯୋୟେଲ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଶୂକକୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି। Viz kapitolaଓଡିଆ ବାଇବେଲ4 ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି। Viz kapitolaପବିତ୍ର ବାଇବଲ4 ଯାହା ଶୂକ କୀଟ ଛାଡ଼ିଛନ୍ତି ତାକୁ ପଙ୍ଗପାଳ ଖାଇଛନ୍ତି। ଯାହା ପଙ୍ଗପାଳ ଛାଡ଼ିଛନ୍ତି ତାକୁ ପତଙ୍ଗ ଶେଷ କରିଛନ୍ତି ଏବଂ ଯାହା ପତଙ୍ଗ ଛାଡ଼ିଛନ୍ତି ତାକୁ ଘୁର୍ଘୁରିୟା ନଷ୍ଟ କରିଛନ୍ତି। Viz kapitola |