ଯୋୟେଲ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ ସିଂହର କଳଦନ୍ତ ତୁଲ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦ; ସିଂହଦ; ତୁଲ୍ୟ ଓ ତାହାର କଳଦ; ଏକ ବୃହତ୍ ସିଂହର କଳଦ; ତୁଲ୍ୟ। Viz kapitolaଓଡିଆ ବାଇବେଲ6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ। Viz kapitolaପବିତ୍ର ବାଇବଲ6 ଆମ୍ଭ ଦେଶକୁ ଆକ୍ରମଣ କରିବାକୁ, ଏକ ବିରାଟ ଶକ୍ତିଶାଳୀ ଜାତି ଆସିଲା। ସେମାନଙ୍କର ସଂଖ୍ୟା ଅଗଣିତ ଥିଲା। ସେମାନଙ୍କର ଦାନ୍ତଗୁଡ଼ିକ ସିଂହର ଦନ୍ତଠାରୁ ତୀକ୍ଷ୍ଣ ଥିଲା ଏବଂ ସେମାନଙ୍କର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ। Viz kapitola |