Online Bible

- Reklamy -




ଯୋୟେଲ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ଵଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େଦ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍‍ କର୍ମମାନ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

20 ଆମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ରାଜ୍ୟ ଛାଡ଼ି ଯିବାକୁ ଉତ୍ତର ଦିଗକୁ ବିତାଡ଼ିତ କରିବା। ସେମାନଙ୍କୁ ଏକ ଶୁଷ୍କ, ଶୂନ୍ୟ ସ୍ଥାନକୁ ତଡ଼ିଦେବା। ସେମାନଙ୍କ ମଧ୍ୟରୁ କେତେକ ପୂର୍ବ ସମୁଦ୍ର ଆଡ଼େ ଯିବେ ଓ ଆଉ କେତେକ ପଶ୍ଚିମ ସମୁଦ୍ର ଆଡ଼େ ଯିବେ। ସେମାନେ ଏପରି ଭୟଙ୍କର କାର୍ଯ୍ୟ କରିଛନ୍ତି, ସେମାନେ ମୃତ ପ୍ରାୟ ହେବେ, ପଚିଯିବେ ଓ ସେଠାରୁ ଦୁର୍ଗନ୍ଧ ନିର୍ଗତ ହେବ।”

Viz kapitola kopírovat




ଯୋୟେଲ 2:20

Následuj nás:

Reklamy


Reklamy