ଯୋୟେଲ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଳସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ-ଠାରେ ଆନନ୍ଦ କରନ୍ତ କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ। Viz kapitolaଓଡିଆ ବାଇବେଲ23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ। Viz kapitolaପବିତ୍ର ବାଇବଲ23 ତେଣୁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ସୁଖ କର, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ଆନନ୍ଦ ଉଲ୍ଲାସ କର। ସେ ମଙ୍ଗଳମୟ ଏବଂ ତୁମ୍ଭମାନଙ୍କୁ ବୃଷ୍ଟି ଦେବେ। ସେ ତୁମ୍ଭକୁ ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପୂର୍ବପରି ଦେବେ। Viz kapitola |