ଯୋୟେଲ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ନୋହିବେ। Viz kapitolaଓଡିଆ ବାଇବେଲ26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। Viz kapitolaପବିତ୍ର ବାଇବଲ26 ତତ୍ପରେ ତୁମ୍ଭେ ପ୍ରଚୁର ଖାଇବାକୁ ପାଇବ। ତୁମ୍ଭର ସବୁ ପରିପୂର୍ଣ୍ଣ ହେବ। ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବ। କାରଣ ସେ ତୁମ୍ଭମାନଙ୍କ ପାଇଁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରିଛନ୍ତି। ସେ ଆପଣାର ଲୋକମାନଙ୍କୁ ଆଉ ଲଜ୍ଜିତ କରିବାକୁ ଦେବେ ନାହିଁ। Viz kapitola |