ଯୋୟେଲ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ। Viz kapitolaଓଡିଆ ବାଇବେଲ7 ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ7 ସେମାନେ ସୈନ୍ୟ ତୁଲ୍ୟ ଦ୍ରୁତଗତିରେ ଦୌଡ଼ନ୍ତି। ସେମାନେ କାନ୍ଥ ଉପରେ ଚଢ଼ନ୍ତି। ପ୍ରତ୍ୟେକ ସୈନ୍ୟ ସଦୃଶ ସିଧା ସମ୍ମୁଖରେ ଅଗ୍ରସର ହୁଅନ୍ତି। ସେମାନେ ନିଜ ପଥରୁ ବିଚ୍ୟୁତ ହୁଅନ୍ତି ନାହିଁ। Viz kapitola |