Online Bible

- Reklamy -




ଯୋୟେଲ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେମାନେ ଦାʼ ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛିହ, କୁଣ୍ତସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।

Viz kapitola kopírovat

ଓଡିଆ ବାଇବେଲ

13 ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।

Viz kapitola kopírovat

ପବିତ୍ର ବାଇବଲ

13 ଦାଆ ଆଣ, କାରଣ ଶସ୍ୟ ପାଚିଅଛି। ଆସ, ଅଙ୍ଗୁର ଲତା ଉପରେ ଗ୍ଭଲ। କାରଣ ଦ୍ରାକ୍ଷାରସ ପରିପୂର୍ଣ୍ଣ ହୋଇଅଛି। କୁଣ୍ତଗୁଡ଼ିକ ଉଚ୍ଛୁଳି ପଡ଼ୁଛି, କାରଣ ସେମାନଙ୍କର ମନ୍ଦ କର୍ମ ବହୁତ ଅଧିକ।

Viz kapitola kopírovat




ଯୋୟେଲ 3:13

Následuj nás:

Reklamy


Reklamy