ଯୂନସ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେ ସେମାନଙ୍କୁ କହିଲେ, ମୋତେ ଧରି ସମୁଦ୍ରରେ ପକାଅ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ। Viz kapitolaଓଡିଆ ବାଇବେଲ12 ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋ’ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।” Viz kapitolaପବିତ୍ର ବାଇବଲ12 ଯୂନସ ସେହି ନାବିକମାନଙ୍କୁ କହିଲେ, “ମୁଁ ଜାଣେ, ମୁଁ ଭୁଲ୍ କରିଛି, ସେଥିପାଇଁ ସମୁଦ୍ରରେ ଝଡ଼ ଆସିଲା। ତେଣୁ ତୁମ୍ଭେମାନେ ମୋତେ ସମୁଦ୍ରକୁ ଫିଙ୍ଗିଦିଅ, ତହିଁରେ ସମୁଦ୍ର ଶାନ୍ତ ହୋଇଯିବ।” Viz kapitola |