ଯୂନସ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା। Viz kapitolaଓଡିଆ ବାଇବେଲ3 କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପର ଦେଇ ଗଲା। Viz kapitolaପବିତ୍ର ବାଇବଲ3 “ତୁମ୍ଭେ ମୋତେ ସମୁଦ୍ରରେ ଫିଙ୍ଗି ଦେଲ ଏବଂ ମୋ’ ଉପରେ ଶକ୍ତିଶାଳୀ ଢେଉ ଭାଙ୍ଗିଲା। ମୁଁ ସମୁଦ୍ରର ନିମ୍ନତମ ସ୍ଥାନକୁ ଗ୍ଭଲିଗଲି ଏବଂ ମୋର ଚତୁର୍ଦ୍ଦିଗରେ କେବଳ ପାଣି ରହିଲା। Viz kapitola |