ଯୂନସ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ। Viz kapitolaଓଡିଆ ବାଇବେଲ4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।” Viz kapitolaପବିତ୍ର ବାଇବଲ4 ଯୂନସ ନଗରର କେନ୍ଦ୍ରସ୍ଥଳୀକୁ ଯାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧ୍ୟରେ ଆରମ୍ଭ କଲେ। ଯୂନସ କହିଲେ, “ଗ୍ଭଳିଶ୍ ଦିନ ପରେ ନୀନିବୀ ଧ୍ୱଂସ ହେବ।” Viz kapitola |